News
WhatsApp Image 2023-10-04 at 17.25.00
samparksetu

ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଦାୟିତ୍ବ ଗ୍ରହଣ

ଢେଙ୍କାନାଳ ଜିଲ୍ଲା କାର୍ଯ୍ୟାଳୟର ଡେପୁଟିକଲେକ୍ଟର ଶ୍ରୀଯୁକ୍ତ ସୀତାଂଶୁ ଶେଖର ଦାସ (ଓ,ଏ,ଏସ୍) ଢେଙ୍କାନାଳ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ଆଜି ଅପରାହ୍ନରେ ଜିଲ୍ଲା ଲୋକସମ୍ପର୍କ ଅଧିକାରୀ ଶ୍ରୀଯୁକ୍ତ ସୁଶାନ୍ତ କୁମାର ମିଶ୍ରଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି। ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀଯୁକ୍ତ ସିତାଂଶୁ ଶେଖର ଦାସଙ୍କୁ କାର୍ଯ୍ୟାଳୟର ସହକର୍ମୀଙ୍କ ଫୁଲତୋଡା ଦେଇ ସ୍ଵାଗତ କରିଥିଲେ ।

new life
You might also like
error: Content is protected !!