News
WhatsApp Image 2023-10-04 at 17.25.00
samparksetu

ଖବର ପ୍ରସାରଣ ପରେ ବଦଳିଲା ବିପଦ ସଂକୁଳ ବିଦ୍ୟୁତ ଖୁଣ୍ଟି

ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଳକ୍ ମୁକ୍ତାପଶି-ବସୋଇ ରାସ୍ତା ର ରାହାବେରେଣୀ ଗ୍ରାମ ନିକଟ ରାସ୍ତା କଡ଼ରେ ଏକ ୧୧ କେଭି ବିଦ୍ୟୁତ ଖୁଣ୍ଟ ଅସୁରକ୍ଷିତ ଅବସ୍ଥାରେ ରହିଥିଲା । ଏ ନେଇ ଅଞ୍ଚଳବାସୀ ବାରମ୍ବାର ବିଦ୍ୟୁତ୍‌ ବିଭାଗ ଅଧିକାରୀଙ୍କ ଦୃଷ୍ଟିଆକର୍ଷଣ କରି ଆସୁଥିଲେ ସୁଦ୍ଧା କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ ପରେ ଗତ ଜୁନ ୬ ଇ ଏ ନେଇ ଢେଙ୍କାନାଳ ଅପଡେଟ ରେ ଖବର ପ୍ରସାରଣ ହୋଇଥିଲା ।

ତେବେ ଖବର ପ୍ରସାରଣ ର ୨ଦିନ ପରେ ଉକ୍ତ ବିଦ୍ୟୁତ ଖୁଣ୍ଟି କୁ ବଦଳ।ଇଛି ବିଦ୍ୟୁତ ବିଭାଗ । ଏ ନେଇ ଗ୍ରାମବାସୀ ଖୁସି ପ୍ରକଟ କରିଛନ୍ତି ।

new life
You might also like
error: Content is protected !!