News
WhatsApp Image 2023-10-04 at 17.25.00
samparksetu

ଛତୁ ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣ ର ଶିକାର ! ଗୁରୁତର ଅବସ୍ଥାରେ ମେଡ଼ିକାଲ ରେ ଭର୍ତ୍ତି

ବ୍ରାହ୍ମଣିଆ ଗ୍ରାମରେ ଅଘଟଣ ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣ ର ଶିକାର, ଜଣେ ଆହତ ୨ ଜଣ ଗୁରୁତର ଅବସ୍ଥାରେ ମେଡ଼ିକାଲ ରେ ଭର୍ତ୍ତି ।

ସୂଚନା ଅନୁଯାୟୀ କାମାକ୍ଷାନଗର ଥାନା ଅନ୍ତର୍ଗତ ବ୍ରାହ୍ମଣିଆ ଗ୍ରାମର ୩ ଜଣ ବ୍ୟକ୍ତି ଆଜି ସକାଳେ ନିକଟସ୍ଥ ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ବେଳେ ଦୁଇଜଣ ଭାଲୁ ଆକ୍ରମଣ ର ଶିକାର ହୋଇଥିଲେ ।

ଚିକିତ୍ସା ନିମନ୍ତେ ତାଙ୍କୁ ନିକଟସ୍ଥ ମେଡ଼ିକାଲ ରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଗୁରୁତର ଦୁଇଜଣଙ୍କ ନାମ ଧର୍ମେନ୍ଦ୍ର ପ୍ରଧାନ ଏବଂ ପବିତ୍ର ନାୟକ ସୂଚନା ।

new life
You might also like
error: Content is protected !!