News
WhatsApp Image 2023-10-04 at 17.25.00
samparksetu

ସଡ଼କ ଦୁର୍ଘଟଣା ରେ ବାଇକ ଆରୋହୀ ଗୁରୁତର

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ କାଦୁଆ ପଂଚାୟତ ର ମର୍କଟା ଗ୍ରାମ ର ସଂଜୀବ ପ୍ରଧାନ ନାମକ ଜଣେ ଯୁବକ (୧୮) ଘରୁ ଆସୁଥିବା ବେଳେ ରେକୁଳା ନିକଟରେ ଏକ ବିପରୀତ ଦିଗରୁ ଆସୁଥିବା ଏକ ଅଜଣା ଗାଡି ଧକ୍କା ଦେଇଥିଲା ।

ଫଳରେ ତାଙ୍କ ବେକ ଓ ଆଖିରେ ଗଭୀର ଆଘାତ ଲାଗିଥିଲା । ସ୍ଥାନୀୟ ଲୋକ ମାନଙ୍କ ସହାୟତାରେ କାମାକ୍ଷାନଗର ମେଡିକାଲ ରେ ଭର୍ତ୍ତି କରଯାଇଥିଲା । ତାଙ୍କ ର ସ୍ୱାସ୍ଥ୍ୟ ଅବସ୍ଥା ସଂକଟା ପୂର୍ଣ୍ଣ ହେବାରୁ ଡାକ୍ତର ତାଙ୍କୁ ଢେଙ୍କାନାଳ ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି ।

new life
You might also like
error: Content is protected !!