News
WhatsApp Image 2023-10-04 at 17.25.00
samparksetu

ରାତିଅଧିଆ ବୁଲିଲା ଖଣ୍ଡା, ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ସଦର ଥାନା ଅନ୍ତର୍ଗତ ଟଭାପାଳ ଗ୍ରାମରେ ଅଘଟଣ,ବ୍ଲାଉଜ ସିଲେଇ ପଇସା ନ ଦେବାରୁ ଯୁବକଙ୍କୁ ଗାଁ ଦାଣ୍ଡରେ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ । ଆକ୍ରମଣରେ ସୁନ୍ଦରପଡା ଗାଁର ବିପିନ ପରିଡା ଗୁରୁତର ଅବସ୍ଥାରେ ଢେଙ୍କାନାଳ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଅନ୍ୟପଟେ ଘଟଣାସ୍ଥଳରେ ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି ।

new life
You might also like
error: Content is protected !!