News
WhatsApp Image 2023-10-04 at 17.25.00
samparksetu

ସଡ଼କ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ

ଢେଙ୍କାନାଳ ଜିଲ୍ଲା ସଦର ଥାନା ବଳଦିଆବନ୍ଧ ଠାରେ ୫୫ନମ୍ବର ଜାତୀୟ ରାଜପଥ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ କଣ୍ଟେଇକୋଳିଆ ଗ୍ରାମର ସୁରେନ୍ଦ୍ର ଦାସ (ପିଣ୍ଟୁ) ଙ୍କର ମୃତ୍ୟୁ ଘଟିଛି ।

ସୂଚନା ଅନୁଯାୟୀ , ପିଣ୍ଟୁ ନିଜ ବାଇକ ଯୋଗେ ଘରକୁ ଫେରୁଥିବା ବେଳେ ବଳଦିଆବନ୍ଧ ଠାରେ କଟକ ଆଡୁ ଆସୁଥିବା ଏକ ପିକଅପଭ୍ୟାନ ତାଙ୍କୁ ଧକ୍କା ଦେଇଥିଲା । ତାଙ୍କୁ ଗୁରୁତର ଅବସ୍ଥାରେ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

new life
You might also like
error: Content is protected !!