News
WhatsApp Image 2023-10-04 at 17.25.00
samparksetu

ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର

ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଳକ୍ ଆଖୁପାଳ ଗାଁରେ ଜଣେ ବୃଦ୍ଧ ଭାଲୁ ଆକ୍ରମଣରେ ଗୁରୁତର ହୋଇଥିବା ଜଣାପଡିଛି । ଗୁରୁତର ବୃଦ୍ଧ ଜଣକ ଉକ୍ତ ଗାଁର ବିର ମୁଣ୍ଡା ବୋଲି ଜଣା ପଡିଛି।

ସୂଚନା ଅନୁଯାୟୀ , ସେ ନିଜ ଘର ପାଖ ପୋଖରୀ କୁ ଯାଇଥିବା ସମୟରେ ସେଠାରେ ତାଙ୍କୁ ଭାଲୁ ଆକ୍ରମଣ କରିଥିଲା । ତାଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ୧୦୮ ଆମ୍ବୁଲାନ୍ସ ଯୋଗେ କମାକ୍ଷାନଗର ମେଡ଼ିକାଲ ରେ ଭର୍ତ୍ତି କରାଯାଇଛି ।

new life
You might also like
error: Content is protected !!