News
WhatsApp Image 2023-10-04 at 17.25.00
samparksetu

ଟ୍ରକ୍ ଚୋରି

ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅନ୍ତର୍ଗତ ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ କାଳୀ ବଜାର ଅଞ୍ଚଳ ରୁ ଟ୍ରକ୍ ଚୋରି ହୋଇଥିବା ଭୁବନ ଥାନା ରେ ଅଭିଯୋଗ ହୋଇଛି । ଭୂଷଳ ଗ୍ରାମର ପୂର୍ବତନ ବ୍ୟାଙ୍କ୍ ମ୍ୟାନେଜର ଭୀମ ସେନ ହୋତା ଙ୍କ ପୁଅ କମଲ କୁମାର ହୋତା ଙ୍କ ଗାଡ଼ି କୁ ଭୁବନ

କାମାକ୍ଷାନଗର ରେ ପୁଣି ମାତିଲେ କଳା ପଲସର ଲୁଟେରା,ଲୁଟିନେଲେ ଲକ୍ଷାଧିକ ଟଙ୍କା

କାମାକ୍ଷାନଗର ଥାନା ଅଞ୍ଚଳ ରେ ଲୁଟ ଆତଙ୍କ ର ଅନ୍ତ ହେଉନି l କିଛି ଦିନ ବ୍ୟବଧାନ ରେ ଆଜି ପୁଣି କଳାପଲସର ଗ୍ୟାଙ୍ଗ ଦ୍ୱାରା ଲୁଟ ର ଶିକାର ହୋଇଛନ୍ତି ଦମ୍ପତି l ସୂଚନା ଅନୁସାରେ , କନ୍ତିଓ ପୁଟସାହି ଗ୍ରାମର ରୀନା ସାହୁ ଆଜି ନିଜ ସ୍ୱାମୀ ସୁଦାମ ଚରଣ ସାହୁ ଙ୍କ ସହ କାମାକ୍ଷାନଗର ସ୍ଥିର

ଦୁର୍ଘଟଣାରେ ଦୁଇ ଛାତ୍ରଙ୍କ ସହ ତିନି ଗୁରୁତର

ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ଏନଏସି ରେ ଦୁର୍ଘଟଣାରେ ତିନିଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ , ଆଜି ସକାଳ ୯ ଘଟିକା ସମୟରେ ହିନ୍ଦୋଳ ଏନଏସି ର ଦୁଇଜଣ କଲେଜ ଛାତ୍ର ସାଗର ବେହେରା(ୱାର୍ଡନଂ-୪), ରାଜା ମହାପାତ୍ର(ୱାର୍ଡନଂ-୧୧) ଏକ ବାଇକ ଯୋଗେ ସ୍ଥାନୀୟ ରିଜିଓନାଲ

ନ୍ୟାୟ ପାଇଁ ପରିବାର ସହ ଏସ୍‌ପିଙ୍କ ଦ୍ୱାରସ୍ଥ

ଓଡାପଡା ବ୍ଲକ୍ ଅନ୍ତର୍ଗତ କାଶିଆଡିହି ଗ୍ରାମର ରଶ୍ମିତା ଦାସ ନାମକ ଜଣେ ବିବାହିତା ମହିଳା ଶ୍ୱଶୁର ଘର ଶାରୀରିକ, ମାନସିକ ଓ ଯୌତୁକ ନିର୍ଯ୍ୟାତନା ଦେଇ ମାଡପିଟ୍ କରିଥିବା ଘଟଣାକୁ ନେଇ ଢେଙ୍କାନାଳ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦଙ୍କ ନିକଟକୁ ନ୍ୟାୟ ପାଇଁ ପରିବାର ସହିତ ଏକ

କାଉଁରିଆପାଳ ପ୍ରିମିୟର ଲିଗ୍ ଉଦଯାପିତ, ଚାନ୍ଦପୁର ଚାମ୍ପିୟନ

ଓଡ଼ାପଡ଼ା ବ୍ଲକ କାଉଁରିଆପାଳ ମା ବାଉତୀ କ୍ରିକେଟ କ୍ଲବ ଆନୁକୂଲ୍ୟରେ ଆୟୋଜିତ କାଉଁରିଆପାଳ ପ୍ରିମିୟର ଲିଗ୍ -୨୦୨୪ ଉଦଯାପିତ ହୋଇଯାଇଛି । ଫାଇନାଲ ମ୍ୟାଚରେ ଚାନ୍ଦପୁର ଓ ଆଠଗଡ଼ ଏକ ସିରିଜ ଫର୍ମାଟରେ ପରସ୍ପରକୁ ସାମ୍ନା କରିଥିଲେ । ନିର୍ଦ୍ଧାରିତ ମୋଟ ୩ ମ୍ୟାଚ ରୁ ପ୍ରଥମ ୨ ମ୍ୟାଚ

ରାସ୍ତା ନିର୍ମାଣରେ ବାଧା ଦେବାକୁ ନେଇ ଉପ ଜିଲ୍ଲାପାଳଙ୍କୁ ଅଭିଯୋଗ

ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ଏନଏସି ଅଞ୍ଚଳରେ ଏକ ରାସ୍ତା ନିର୍ମାଣରେ ବାରମ୍ବାର ବାଧା ସୃଷ୍ଟି କରାଯାଉଥିବାରୁ ସମ୍ପୃକ୍ତ ୱାର୍ଡବାସି ଆଜି ହିନ୍ଦୋଳ ଉପଜିଲ୍ଲାପାଳଙ୍କୁ ଫେରାଦ ହୋଇଛନ୍ତି । ହିନ୍ଦୋଳ ଏନଏସି ୱାର୍ଡନଂ-୧୫ର ସିଙ୍କୋଳ,ଜାମ୍ମୁ ସାହି, ନୁଆସାହି, ବରଗୋଜ, କୁଳିଆତୋଟା

ଏଏନଏମ କେନ୍ଦ୍ର ଅନ୍ୟତ୍ର ନିର୍ମାଣ ବିରୋଧରେ ଜିଲ୍ଲାପାଳଙ୍କୁ ଅଭିଯୋଗ

ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ବ୍ଲକ କଂସରା ପଂଚାୟତରେ ଏକ ଏଏନଏମ କେନ୍ଦ୍ର ଅନ୍ୟତ୍ର ନିର୍ମାଣ ଓ ଅନିୟମିତତାକୁ ନେଇ କଂସରା ବାସି ଢେଙ୍କାନାଳ ଜିଲ୍ଲାପାଳଙ୍କୁ ଅଭିଯୋଗ କରିଥିବା ଜଣାପଡିଛି । ସୂଚନା ଅନୁଯାୟୀ , କଂସରା ପଂଚାୟତର କଂସରା ଗ୍ରାମରେ ସରକାରୀ ଜାଗା ଖାତା ନଂ-୨୦୬ , ପ୍ଲଟ

ସାଂସଦ ଙ୍କ ଗାଡ଼ି ଧକ୍କାରେ ଜଣେ ମୃତ

ସାଂସଦ ଜୁଏଲ ଓରାମଙ୍କ ଗାଡି ଧକ୍କା ରେ ଜଣଙ୍କ ମୃତ୍ୟୁ ଘଟିଛି ।ମୃତକ ହେଲେ କାମାକ୍ଷାନଗର ଥାନା ଅଞ୍ଚଳର ସର୍ବେଶ୍ୱର ଚୌଧୁରୀ । ସୂଚନା ଅନୁଯାୟୀ , ଜୁଏଲଓରାମ ନିଜ ଇନୋଭା ଯୋଗେ ଭୁବନେଶ୍ୱର ରୁ ରାଉରକେଲା ଯାଉଥିବା ବେଳେ କାମାକ୍ଷାନଗର ଥାନା ରେକୁଳା ଛକ ଠାରେ ସର୍ବେଶ୍ୱର ଚୌଧୁରୀ ଙ୍କ

ମହିଳାଙ୍କୁ ଆକ୍ରମଣ , ଥାନାରେ ଏତଲା

ଭୁବନ ଏନ୍ ଏ ସି ରେ ମହିଳାଙ୍କୁ କରାଯାଇଛି ମରଣାନ୍ତକ ଆକ୍ରମଣ। ଘଟଣା ଘଟିଛି ଭୁବନ ଥାନା ଅନ୍ତର୍ଗତ ଭୁବନ ଏନଏସି ଓ୍ବାର୍ଡ ନମ୍ବର ୩ରେ ଗୋପାଳ ସାହି ନିକଟରେ। ସୂଚନା ଅନୁଯାୟୀ , ଘର ରାସ୍ତାରେ ଅଳିଆ ଆବର୍ଜନା ପଡିବାକୁ ନେଇ ତନୁଶ୍ରୀ ସାହୁ ବଡ ଜାଆ ତଥା ପୂର୍ବତନ ନଗରପାଳ ସରୋଜ ନଳିନୀ

ମହୁଲଖୋଳି ଗ୍ରାମରେ ହାତୀ ଉପଦ୍ରବ, ବ୍ୟାପକ ଫସଲ ନଷ୍ଟ

ଗଁଦିଆ ବ୍ଳକ କପିଳାସ ବନଖଣ୍ଡ ଅଧିନସ୍ତ ମହୁଲଖୋଳି ଗ୍ରାମରେ ଦନ୍ତା ହାତୀ ବ୍ୟାପକ କ୍ଷୟକ୍ଷତି କରିଛି । ଗତ କାଲି ରାତିରେ ସମୟରେ ମହୁଲଖୋଳି ଗ୍ରାମ ଭିତରେ ପଶି ହାତୀ ଟି ସୁଦ୍ଧିର ବେଉରା ଘର ଭାଙ୍ଗିବା ସହ ଘର ଭିତରୁ ଅମଳ କରି ରଖିଥିବା ଧାନ ହାତୀ ଖାଉଥିବା ଦେଖି ଗ୍ରାମରେ ଭୟର ବାତାବରଣ
error: Content is protected !!