News
WhatsApp Image 2023-10-04 at 17.25.00
samparksetu

ଅଛୁଆଁ ବୋଲି ମିଳୁନି ପିଇବା ପାଣି !

ଅଛୁଆଁ ଜାତି ବୋଲି ମିଳୁନି ଟୋପାଏ ପାଣି । କୂଅ ପୋଖରୀ ସବୁ ମନା । ଫଳରେ ହନ୍ତ ସନ୍ତ ହେଉଛନ୍ତି ଦଳିତ ବସ୍ତି ବାସିନ୍ଦା । ସବର୍ଣ୍ଣ ଓ ଅସବର୍ଣ୍ଣ ଙ୍କ ମଧ୍ୟରେ ଲାଗିରହିଥିବା ବିବାଦରୁ ଏଓଆରୁ ଅଭାବନୀୟ ସ୍ଥିତି ଉପୁଜିଛି ଢେଙ୍କାନାଳ ଜିଲ୍ଲା ଭୁବନ ଏକତାଳି ଗ୍ରାମରେ । ଫଳରେ ଅସହାୟ ଏକତାଳି

ହାତୀ ଘେରରେ ହିନ୍ଦୋଳ ,ଜନଜୀବନ ଅସ୍ତବ୍ୟସ୍ତ

ଢେଙ୍କାନାଳ ଜିଲ୍ଲାରେ ଫେଲ ମାରିଛି ବନବିଭାଗ । ଯାହାବି ହୋଇଗଲେ କୁମ୍ଭକର୍ଣ୍ଣ ନିଦ୍ରା ଭାଙ୍ଗୁନି ବିଭାଗର । ସର୍ବୋପରି ହିନ୍ଦୋଳ ଉପଖଣ୍ଡ ହିନ୍ଦୋଳ ବନବିଭାଗର ଅପାରଗତା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ସାରିଲାଣି ।ବର୍ତ୍ତମାନ ହିନ୍ଦୋଳ ରେ ପ୍ରାୟ ୨୫୦ ରୁ ୩୫୦ ବଣୁଆ ହାତୀ ରହିଥିବା

ଢେଙ୍କାନାଳ ଜିଲ୍ଲାର ୩ ପର୍ଯ୍ୟଟନ ସ୍ଥଳୀକୁ ପ୍ଲାଷ୍ଟିକ ଫ୍ରି ପିକନିକ୍ ସ୍ପଟ ଘୋଷଣା

ଓଡ଼ିଶାର ପ୍ରାୟ ୭୫ ଟି ପର୍ଯ୍ୟଟନସ୍ଥଳୀ ପ୍ଲାଷ୍ଟିକ ଫ୍ରି ପିକନିକ ସ୍ପଟ ଭାବେ ଘୋଷଣା କରାଯାଇଛି, ତେବେ ପର୍ଯ୍ୟଟନ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ ଏହି ୭୫ ଟି ପର୍ଯ୍ୟଟନ ସ୍ଥଳି ମଧ୍ୟରେ ଢେଙ୍କାନାଳ ଜିଲ୍ଲାର ୩ଟି

ଟକ୍ର ଧକ୍କାରେ ମହିଳା ମତୃ ,ଅଞ୍ଚଳରେ ଉତ୍ତେଜନା

ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଗୋବିନ୍ଦପୁର ଫାଣ୍ଡି ଗୋବିନ୍ଦପୁର ପଞ୍ଚାୟତ ଗହମଖୁଣ୍ଟି ଠାରେ ଟ୍ରକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ , ସଦର ଥାନା ଅନ୍ତର୍ଗତ ବିରାଡିଆ ଗ୍ରାମର ବାବୁ ନାୟକଙ୍କ ପତ୍ନୀ ଇନ୍ଦିରା ନାୟକ ବୁଧବାର ମଧ୍ୟାହ୍ନରେ ସମ୍ପର୍କୀୟ ସହ

କଁଅଳ ବୟସରେ ଦାରୁଣ ଦୁଃଖ ; ଭିକ୍ଷା ବୃତ୍ତିରେ ବନ୍ଧା ଶୈଶବ

ସହର ମଧ୍ୟରେ ଭିକ୍ଷାବୃତ୍ତି କରୁଛନ୍ତି ନିରୀହ ଶିଶୁ । ତଥାପି ଅଧିକାରୀ ଙ୍କ ଆଢୁଆଳରେ ରହିଛି ଏହି ଘଟଣା । ଯାହାକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି ସହର ବାସୀ । ଶିଶୁ ସୁରକ୍ଷା ନେଇ ସରକାର ବିଭିନ୍ନ ଯୋଜନା କରିଥିବା ବେଳେ ସହର ମଧ୍ୟରେ ଏଭଳି ଦୃଶ୍ୟ ଦେଖିଲେ ସବୁ ଯୋଜନା ଯେପରି

ହାତୀ ଆକ୍ରମଣରେ ବୃଦ୍ଧ ମୃତ ଘଟଣା, ଶବ ରଖି ପ୍ରତିବାଦ

ଢେଙ୍କାନାଳ ବନଖଣ୍ଡ ହିନ୍ଦୋଳ ବନାଞ୍ଚଳ ହିନ୍ଦୋଳ ଏନଏସି ଅନ୍ତର୍ଗତ ୯ ନଂ ୱାର୍ଡରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁକୁ ନେଇ ସ୍ଥାନୀୟ ଲୋକ ଉପଜିଲ୍ଲାପାଳଙ୍କ କାର୍ଯ୍ୟ।ଳୟ ସମ୍ମୁଖରେ ଶବ ରଖି ପ୍ରତିବାଦ କରିବା ସହିତ କ୍ଷତି ପୂରଣ ଏବଂ ହାତୀଙ୍କ ଉପଦ୍ରଵକୁ ସୁରକ୍ଷା ଦେବାକୁ ଦାବି

ବିଦ୍ୟୁତ୍ ଆଘାତରେ ଜଳିଗଲେ ବ୍ୟକ୍ତି

ଆଜି ଅପରାହ୍ନରେ ଏକ ଲୋମ ଟାଙ୍କୁରା ଦୃଶ୍ୟ ଦେଖିବାକୁ ମିଳିଛି । ଭୁବନ ବ୍ଲକ ବାଲିବୋ ପଞ୍ଚାୟତ ଅନ୍ତର୍ଗତ ଗମରଗୋଡା ମୌଜା ନିକଟରେ ଥିବା ହିନ୍ଦୁସ୍ଥାନ ପେଟ୍ରୋଲ ପମ୍ପ ନିକଟରେ ଯାଇଥିବା ୧୩୨ କେଭି ବିଦ୍ୟୁତ୍ ଟାୱାର ସଂସ୍ପର୍ଶରେ ଆସି ଏକ ଅଜଣା ବ୍ୟକ୍ତି ପୋଡ଼ିଯାଇଥିବା ଦେଖିବାକୁ ମିଳିଛି ।

ଶିକ୍ଷକ ଅଭାବରୁ ସ୍କୁଲରେ ପକାଇଲେ ତାଲା

ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଲକ ବରଦା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଆବଶ୍ୟକ ଶିକ୍ଷକ ନାହାନ୍ତି । ଫଳରେ ଛାତ୍ର ଛାତ୍ରୀ ପାଠ ପଢ଼ାରେ ନାହିଁ ନଥିବା ଅସୁବିଧା ଦେଖା ଦେଇଛି । ଯାହାକୁ ନେଇଁ ଅବିଭାବକ ଓ ଛାତ୍ର ଛାତ୍ରୀ ମହଲରେ ଅସନ୍ତୁଷ୍ଟ ଦେଖା ଦେଇଛି । ଉଚ୍ଚ ପ୍ରାଥମିକ

ରଶି ଲଗାଇ ପ୍ରେମୀଯୁଗଳ ଆତ୍ମହତ୍ୟା ; ପ୍ରେମିକ ମୃତ ,ପ୍ରେମିକା ଗୁରୁତର

ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ଗ୍ରାମରେ ଅଘଟଣ ,ପ୍ରେମରେ ଅସଫଳ ହୋଇ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା, ପ୍ରେମିକଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରେମିକା ଗୁରୁତର ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି । ଅରାତଇଲା ଗ୍ରାମ ନିକଟ ଆମ୍ବଗଛ ଆମୂହତ୍ୟା ଉଦ୍ୟମ

ଟଙ୍କା ଲୁଟ ଘଟଣାକୁ ଆଧାର କରି ଜଣକୁ ଗିରଫ

ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଥାନା ଅନ୍ତର୍ଗତ ଏନଏସିରେ ଜଣେ ଯୁବକ ସନ୍ଦେହ ଜନକ ଭାବରେ ଭାବରେ ବୁଲୁଥିବା ବେଳେ ପୋଲିସ ଯୁବକଙ୍କୁ ଗିରଫ କରିବା ସହିତ କୋର୍ଟ ଚାଲାଣ କରିଥିବାର ଜଣାପଡିଛି । ରବିବାର ଅପରାହ୍ନରେ କଟକ ନରସିଂହପୁର ପାର୍ଶ୍ଵରୁ ଦୁଇ ଜଣ ଯୁବକ ଏକ ବାଇକରେ ଆସି ହିନ୍ଦୋଳ ଏନଏସି
error: Content is protected !!