News
WhatsApp Image 2023-10-04 at 17.25.00
samparksetu

ପୋଖରୀରେ ବୁଡ଼ି ନାବାଳକର ମୃତ୍ୟୁ

ଗଁଦିଆ ଥାନା ଅନ୍ତର୍ଗତ ମଠତେନ୍ତୁଳିଆ ଗ୍ରାମ ପଞ୍ଚାୟତ ଅଧିନ ଅରାଚୁଆ ଗ୍ରାମରେ ଆଜି ଘଟିଯାଇଛି ଏକ ଅଭାବନୀୟଘଟଣା । ପୋଖରୀ ପାଣିରେ ବୁଡି ଜଣେ ନାବାଳକର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ ,ଉକ୍ତ ଗ୍ରାମର ରତିକାନ୍ତ ସାହୁଙ୍କର ବଡପୁଅ ଚିରଞ୍ଜିବି ସାହୁ( ୧୨)ଆଜି ସକାଳ ସମୟରେ ଶୌଚ ପାଇଁ

ଦୁର୍ଘଟଣାରେ ଦାଦା ଓ ପୁତୁରା ଙ୍କ ଚାଲିଗଲା ଜୀବନ

କଙ୍କଡାହାଡ ଥାନା ବନ୍ଦାଣିଆ ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ୨ଜଣ ହେଲେ ଯାଜପୁର ଜିଲ୍ଲା ଟାଟାମାଇନ୍ସ ଅଞ୍ଚଳର ଦାଦା ଡୁଗୁ ମାଙ୍କଡିଆ ଓ ପୁତୁରା ସିଦ୍ଧାନ୍ତ ମାଙ୍କଡିଆ। ସୂଚନା ମୂତାବକ ଉଭୟ ଆଜି ସକାଳେ ବଜାଜ ପଲସର ଗାଡିର କିସ୍ତି ଦେବାକୁ

ରେଳ ଟ୍ରାକକୁ ହାଇୱା ଖସିବା ଘଟଣା ,୧୫ ଘଣ୍ଟା ବନ୍ଦ ରହିଲା ରେଳ ଚଳାଚଳ

ଅନୁଗୁଳ ସୁକିନ୍ଦା ରେଳ ପଥ ର ଯମୁନାକୋଟ ଠାରେ ଟ୍ରାକ ଉପରକୁ ହାଇୱା ଖସିପଡିବା ଦ୍ୱାରା ୧୫ଘଣ୍ଟା ରେଳ ଚଳାଚଳ ବନ୍ଦ ରହିଥିଲା । ଘଟଣାରୁ ଜଣାପଡିଛି ଯେ ଅନୁଗୁଳ ଜିଲ୍ଲା ବୁଢାପଙ୍କ ଠାରୁ ଢେଙ୍କାନାଳ ଜିଲ୍ଲା ଦେଇ ଯାଜପୁର ଜିଲ୍ଲା ଦାନଗଦି ବ୍ଲକ ବାଘୁଆପାଳ ପଯ୍ୟନ୍ତ ୯୦.୨୧ କିମି ର ରେଳ ଟ୍ରାକ

କୂର୍ମଦା ରେ ପୋଡିଗଲା ୨ ବଖରା ଘର

ଭୁବନ ବ୍ଲକ ବାଲିବୋ ପଞ୍ଚାୟତ ର କୂର୍ମଦା ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ବିଦ୍ୟୁତ ସର୍ଟ ସର୍କିଟ ହେତୁ ନିଆଁ ଲାଗି ଦିଲ୍ଲୀପ ଦେହୁରୀ ଙ୍କର ୨ ବଖରା ଘର ପୋଡ଼ିଯାଇଛି । ଅଗ୍ନିଶମ ବାହିନୀ ର କର୍ମଚାରୀ ପହଂଚି ନିଆଁ କୁ ଆୟତ୍ତ କରିଥିଲେ । ବାଲିବୋ ରାଜସ୍ବ ନିରୀକ୍ଷକ ରାଜେନ୍ଦ୍ର

୩୬ପ୍ରାଣୀ ଚିକିତ୍ସିକଙ୍କ ସାମୂହିକ ଇସ୍ତଫା !

ଢେଙ୍କାନାଳ ଜିଲ୍ଲାରେ କାର୍ଯ୍ୟରତ ସିଡିଭିଓଙ୍କ ସହିତ ୩୬ଜଣ ପ୍ରାଣୀ ଚିକିତ୍ସକ ସରକାରଙ୍କ ନିଷ୍ପତିର ପୁନର୍ବିଚାର କରିବା ଦାବି କରି ସାମୂହିକ ଇସ୍ତଫା ଦେଇଥିବାର ଜଣାପଡିଛି । ଫଳରେ ଜିଲ୍ଲାରେ ଗୃହ ପାଳିତ ପଶୁ ପକ୍ଷୀଙ୍କର ଚିକିତ୍ସାରେ ଘୋର ବାଧାପ୍ରାପ୍ତ ହୋଇଛି । ସରକାରଙ୍କ ଅଧିନରେ

ପୂର୍ତ୍ତ ବିଭାଗ ଚେକ ଡ୍ୟାମ ଭାଙ୍ଗିଲେ ମହିଳା

ଓଡ଼ିଶା ସରକାର ଙ୍କ ପୂର୍ତ୍ତ ବିଭାଗ ର ଭୁଲ ନିଷ୍ପତ୍ତି ହେତୁ ଦୀର୍ଘ ବର୍ଷ ଧରି ମଇଳା ପାଣି ରେ ଘାଣ୍ଟି ହେଉଥିବା ମହୁଲପାଳ ର ମହିଳା ମାନେ ଏକଜୁଟ ହୋଇ ପୂର୍ତ୍ତ ମନ୍ତ୍ରୀ ଙ୍କ ଦ୍ୱାରା ନିର୍ମିତ ହୋଇଥିବା ଚେକ ଡ୍ୟାମ କୁ ହାମରରେ ପିଟି ଭାଙ୍ଗିଛନ୍ତି ଗ୍ରାମବାସୀ । ଆଗାମୀ ଦିନରେ ପୂର୍ତ୍ତ

ପୁଣି ଢେଙ୍କାନାଳ ସହର ନିକଟରେ ସେକ୍ସ ରାକେଟ ଠାବ: ଜଣେ ରାଣୀ ମହୁମାଛି ଏବଂ ଜଣେ ଯୁବତୀ ସହ ୪ ଗ୍ରାହକ ଗିରଫ

ଢ଼େଙ୍କାନାଳ ଟାଉନ ଥାନା ଅନ୍ତର୍ଗତ ଆନନ୍ଦନଗର ସ୍ଥିତ ଏକ ଘରେ ପୋଲିସ ପକ୍ଷରୁ ଚଢ଼ାଉ ହୋଇଥିବା ବେଳେ, ସମ୍ପୃକ୍ତ ଘରେ ସେକ୍ସ ରାକେଟ ଚାଲୁଥିବାର ଜଣାଯାଇଛି । ମିଳିଥିବା ସୂଚନା ଅନୁଯାୟୀ ଆନନ୍ଦ ନଗର ଅଞ୍ଚଳରେ ନିଜକୁ ସ୍ୱାମୀ ସ୍ତ୍ରୀର ପରିଚୟ ଦେଇ ଏକ ଘରଭଡା ନେଇଥିଲେ । ଦୀର୍ଘ

କେନ୍ଦୁ ପତ୍ର କର୍ମଚାରୀଙ୍କ ପାଞ୍ଚ ଦଫା ଦାବି ନେଇ ଅଫିସ୍ ସମ୍ମୁଖରେ ଧାରଣା

ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକ କେନ୍ଦୁ ପତ୍ର କର୍ମଚାରୀଙ୍କ ଅଫିସ୍ ସମ୍ମୁଖରେ ଧାରଣା ଦେଲେ କେନ୍ଦୁ ପତ୍ର କର୍ମଚାରୀ। ଖରା ବର୍ଷା ପାଣି ପବନ ଶୀତ କାକର ନ ସହି ମହିଳା ଓ ପୁରୁଷ ମାନେ କେନ୍ଦୁ ପତ୍ର ସଂଗ୍ରହ କରି ଥାଆନ୍ତି। କେନ୍ଦୁ ପତ୍ର ସଂଗ୍ରହ କରୁଥିଲେ ମଧ୍ୟ ଉଚିତ୍ ମୂଲ୍ୟ ମିଳି

ନେଉଳପୋଇ ଉଚ୍ଚବିଦ୍ୟାଳୟର ଅବସର କାଳୀନ ସଭା

ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଲକ ଅନ୍ତର୍ଗତ ନେଉଳପୋଇ ଗ୍ରାମ ପାଞ୍ଚୟତର ଚନ୍ଦ୍ରଶେଖର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଶ୍ରୀକାନ୍ତ କୁମାର ପଣ୍ଡା ଓ କନିଷ୍ଠ ସହାୟକ ଶ୍ରୀଯୁକ୍ତ ଉଗ୍ରେସନ ଗଡ଼ନାୟକଙ୍କ ଅବସର କାଳୀନ ସଭା ଅନୁଷ୍ଠିତ ହୋଇଯାଇଛି l ଶ୍ରୀଯୁକ୍ତ ଶ୍ରୀକାନ୍ତ କୁମାର

ଶ୍ରୀ ଚନ୍ଦ୍ର ଶେଖରଜୀଉଙ୍କ ଚନ୍ଦନ ଯାତ୍ରା ଭିନ୍ନ ଏକ ପରମ୍ପରା

ଢେଙ୍କାନାଳ ଜିଲ୍ଲା କପିଳାସ ସ୍ଥିତ ଶ୍ରୀ ଚନ୍ଦ୍ରଶେଖର ଜୀଉଙ୍କ ଚନ୍ଦନ ଯାତ୍ରା ଏକ ଭିନ୍ନ ପରମ୍ପରାରେ ପ୍ରଚଳିତ ହୋଇଆସୁଛି। ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେଉଥିବା ଚନ୍ଦନ ଯାତ୍ରାରେ ଠାକୁରଙ୍କ ବିଜେ ପ୍ରତିମା ଭାବରେ କେବଳ ମଦନ ମୋହନ ଚାପ ଖେଳିଥିବା ବେଳେ କପିଳାସ ପୀଠର ଚଳନ୍ତି ପ୍ରତିମା
error: Content is protected !!