News
WhatsApp Image 2023-10-04 at 17.25.00
samparksetu
Browsing Category

ଅଞ୍ଚଳ ସମସ୍ୟା

ଦେହସାରା ବଢି ଚାଲିଛି ମାଂସ ପିଣ୍ଡୁଳା

ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଜନସାଧାରଣଙ୍କୁ ସ୍ୱlସ୍ଥ୍ୟସେବା ଯୋଗାଇବାକୁ କରିଛନ୍ତି ବହୁ ଜନକଲ୍ୟାଣକାରୀ ଯୋଜନା । କିନ୍ତୁ ଅନେକ କ୍ଷେତ୍ରରେ ଏହି ଯୋଜନା କେଵଳ ପ୍ରଚାର ପ୍ରସାର ରେ ସୀମିତ ରହୁଛି । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଉପଖଣ୍ଡ ମାଧପୁର ପଞ୍ଚାୟତ କନ୍ତକୁଳ ଗ୍ରାମର ଧବେଇ ସାହୁ

ମନରେଗା କାମ ମେସିନ୍ କରୁଥିବା ଅଭିଯୋଗ ଆଣିଲେ ଜବ କାର୍ଡ ଧାରୀ

କେନ୍ଦ୍ର ସରକାର ଗ୍ରାମାଞ୍ଚଳ ଶ୍ରମିକମାନଙ୍କୁ ଶହେ ଦିନର କାମ ଦେବା ପାଇଁ ମନରେଗା ଯୋଜନା ରେ ଜବକାର୍ଡ ଧାରୀ ଙ୍କୁ କାମ ଯୋଗଦେଇଛନ୍ତି । ଯାହା ଦ୍ବାରା କି ଗରୀବ ପରିବାରର ଲୋକେ ଦାଦନ ଖଟିବାକୁ ନଯାଇ ନିଜ ଘର ପାଖରେ କାମ କରି ପରିବାର ପ୍ରତିପୋଷଣ ହୋଇ ପାରୁଛନ୍ତି । କିଛି କିଛି ଜାଗାରେ

ଖେଳିବା ପଢିବା ବୟସରେ ଜୀବନ ଜିଇବା ପାଇଁ ଟିକିର ସଙ୍ଘର୍ଷ

ଶୈଶବ ଅବସ୍ଥାରେ ଦଇବର ଦାରୁଣ ଦୁଃଖ।ଜୀବନ ଜିଇବା ପାଇଁ କରିବାକୁ ପଡୁଛି ସଙ୍ଘର୍ଷ।ବହି ଖାତ ଧରି ସ୍କୁଲ ବେଞ୍ଚରେ ବସୀ ପାଠ ପଢିବା ବଦଳରେ ଦିନ ରାତି ବିଛଣା ରେ କଟୁଛି ଜୀବନ।ଟଙ୍କା ନଥିବାରୁ ଚିକିତ୍ସାରେ ଅର୍ଥକ ସାଜିଛି ବାଧକ। ଏ ହେଉଛନ୍ତି ଢ଼େଙ୍କାନାଳ ଜିଲ୍ଲା ଭୁବନ ଏନେଶୀ ୨ ନମ୍ବର

ଅଗ୍ନୀ ବିପନ୍ନ ପରିବାରକୁ ଘର ପ୍ରଦାନ ଦାବି

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବକ୍ଲ ମୁକ୍ତାପଶି ପଞ୍ଚାୟତ ପଥରଖମ୍ବ ଗ୍ରାମର ୨୪ଟି ପରିବାରଙ୍କର ଗତ ଫେବୃଆରୀ ୧୫ ତାରିଖରେ ନିଆଁ ଲାଗି ଘର ପୋଡି ଯାଇଥିବା ବେଳେ ଅଗ୍ନୀ ବିପନ୍ନ ପରିବାରକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଯୋଗାଇ ଦେବାକୁ ଜିଲ୍ଲାପାଳଙ୍କ ନିକଟରେ ଦାବି କରାଯାଇଛି ।

ପରିଣତ ବୟସରେ ଏକା କରିଦେଲେ ପୁଅବୋହୁ

ଢେ଼ଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକ ଅନ୍ତର୍ଗତ ମହାବିରୋଡ ପଞ୍ଚାୟତର ନିବାରଣ ଦେହୁରୀ ଙ୍କ ସ୍ତ୍ରୀ ସୁଆଗି ଦେହୁରୀ ବୟସର ଅପରାହ୍ନରେ ଏବେ ବେସାହାରା। ପାଖରେ ଦୁଇ ପୁଅ ଏବଂ ନିଜ ସ୍ଵାମୀ ଥିଲେ ମଧ୍ୟ,ପୁଅ ଏବଂ ସ୍ଵାମୀଙ୍କ ଅଣଦେଖା ରେ ଏବେ ଏକୁଟିଆ ରହିବାକୁ ପଡ଼ୁଛି ବୃଦ୍ଧା ମାଉସୀ

ସ୍ୱଚ୍ଛତା ନାଁରେ ହରିଲୁଟ, ମାସମାସ ହେବ ସଫା ହେଉନି ଡ୍ରେନ

ସ୍ୱଚ୍ଛତା ନାରେ ହରିଲୁଟ ! କେବଳ କାନ୍ଥବାଡ଼ରେ ସ୍ୱଚ୍ଛତାର ଚିତ୍ର ଆଙ୍କି ମୁକସାକ୍ଷୀ ସାଜୁଛନ୍ତି ପୋୖରସଂସ୍ଥା। ସହରର ପୋତା ପଡିଥିବା ଡ୍ରେନ ଗୁଡିକ ଦେଖି ସହରରେ ପୌର ସଫେଇ ଠିକା ସଂସ୍ଥା କେତେଯେ ତତତ୍ପର ତାହା ଜାଣି ପାରୁଥିବେ । ଏଭଳି ଏକ ସ୍ଥାନ ହେଉଛି ସହର ରୁ ଢେଙ୍କାନାଳ ରେଳ

ଶିକ୍ଷାପାଇଁ ବାଧକ ସାଜିଛି ରେଳ ଲାଇନ ,୭୩ ବର୍ଷ ଧରି ଲାଗିରହିଛି ସମସ୍ୟା !

ଢେଙ୍କାନାଳ ଜିଲ୍ଳା ଓଡାପଡା ବ୍ଲକ ଦେଇ ଯାଇଥିବା ତାଳଚେର-ଢେଙ୍କାନାଳ ଏବଂ ଢେଙ୍କାନାଳ-ତାଳଚେର ରେଳ ଲାଇନ ଦିର୍ଘ ୭୩ ବର୍ଷ ଧରି ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପାଇଁ ଶିକ୍ଷାକ୍ଷେତ୍ରରେ ବାଧକ ସାଜିଛି । ଓଭରବ୍ରିଜ କିମ୍ବା ଅଣ୍ଡର ବ୍ରିଜ ନଥିବାରୁ ଛାତ୍ରଛାତ୍ରୀ ମାନେ ବିଦ୍ୟାଳୟରେ ପହଞ୍ଚିବା

ଅଲୋଡା ପାଲଟିଛି ଆଇ ଲଭ ଢେଙ୍କାନାଳ ସେଲଫି ପଏଣ୍ଟ

ଢେଙ୍କାନାଳ ପ୍ରଶାସନ ଓ ପୌରସଂସ୍ଥା ତରଫରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଶହଶହ ବର୍ଷର ଗଛକୁ କାଟି ସେଲଫି ପଏଣ୍ଟ କରାଯାଇଛି । ମହାତ୍ମାଗାନ୍ଧୀ ମାର୍ଗରେ ଥିବା ଏହି ସେଲଫି ପଏଣ୍ଟ ଏବେ ଅଲୋଡା ହୋଇଯାଇଛି । ରକ୍ଷଣାବେକ୍ଷଣ ଅଭାବ ଯୋଗୁ ଫୁଲ କୁଣ୍ଡରେ ନା ଅଛି ଫୁଲ ଗଛ ନା

ଜଳ ପାଇଁ ହନ୍ତସନ୍ତ ସହର ବାସୀ

ଧିରେ ଧିରେ ତାତି ବଢିବା ସହ ଦେଖା ଦେଲାଣି ଜଳ କଷ୍ଟ । ଅଚଳ ଅବସ୍ଥାରେ ପଡ଼ିରହିଛି ଅନେକ ନଳକୂପ । ଘଟଣାଟି କୌଣସି ଉପାନ୍ତ ଅଂଚଳର ନୁହଁ , ଢ଼େଙ୍କାନାଳ ସହରର । ପାଣି ପାଇଁ ଘଂଟାଏ ଧରି କୂଅକୁ ଅପେକ୍ଷା କରି ରହୁଛନ୍ତି ମହିଳା । ଢ଼େଙ୍କାନାଳ ସହରର ଖମାର ସାହିରେ ପ୍ରାୟ ୩୦ ରୁ ୪୦

ରୋଗକୁ ଘୃଣା କରି ବୃଦ୍ଧାଙ୍କୁ ଅସହାୟ କରିଦେଲା ପୁତୁରା

ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକ କେରଯୋଳିି ପଞ୍ଚାୟତ ରୋଡ଼ଙ୍ଗ ଗାଁ ର ଅସହାୟ ଚମ୍ପା ସିଂହ ଙ୍କ ବିଧବା ଭତ୍ତା ,ରାସନ ଚାଉଳ ଏବଂ ଜମି ବାଡି ନେଇ ,ଅସହାୟ କରିଦେଲା ନିଜ ପୁତୁରା ପଙ୍କଜ ସିଂହ। ଦୀର୍ଘ ବର୍ଷ ପୂର୍ବରୁ ନିଜର ସ୍ଵାମୀ ଏବଂ ପିଲାମାନେ ଏକା କରିକି ଆରପାରିକୁ ଛାଡ଼ି
error: Content is protected !!