News
WhatsApp Image 2023-10-04 at 17.25.00
samparksetu

ଅଜଣା ଗାଡି ଧକ୍କାରେ ଯୁବକ ଗୁରୁତର

ଢେଙ୍କାନାଳ ଜିଲ୍ଲା ୫୩ ନଂ ଜାତୀୟ ରାଜପଥ ନଟାକଟା ନିକଟରେ ସଡ଼କ ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି । ଆହତ ଜଣଙ୍କ ସଦର ବ୍ଳକ୍ ବଉଳପୁର ଗ୍ରାମର ଶୁଶାନ୍ତ ନାୟକ ବୋଲି ସୂଚନା ମିଳିଛି ।

ଶୁଶାନ୍ତ ନିଜ ବାଇକ୍ ଯୋଗେ ଭୁବନରୁ ନିଜ ଘରକୁ ଫେରୁଥିବା ବେଳେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା । ଦୁର୍ଘଟଣା ରେ ତାଙ୍କ ବାମ ଗୋଡ଼ ଭାଙ୍ଗିଯାଇଥିବା ବେଳେ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ପ୍ରଥମେ ଭୁବନ ଏବଂ ପରେ ଢେଙ୍କାନାଳ ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

new life
You might also like
error: Content is protected !!