News
WhatsApp Image 2023-10-04 at 17.25.00
samparksetu

ନୂତନ ଏଡିଏମଙ୍କ ଯୋଗଦାନ

ଢେଙ୍କାନାଳ ରେ ନୂତନ ଅତିରିକ୍ତ ଜିଲ୍ଳାପାଳ ଭାବେ ଶଶାଙ୍କ ଶେଖର ଦାସ ଶୁକ୍ରବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବରୁ ସେ ବୌଦ୍ଧ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରି ଆସୁଥିଲେ ।

ନୂତନ ଅତିରିକ୍ତ ଜିଲ୍ଲାପାଳଙ୍କୁ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଛି ।

new life
You might also like
error: Content is protected !!