News
WhatsApp Image 2023-10-04 at 17.25.00
samparksetu

ଢେଙ୍କାନାଳ ଭାରତୀୟ ଜନତା ପାର୍ଟି ନଗର ମଣ୍ଡଳ ରେ ପ୍ରଶିକ୍ଷଣ ଶିବିର

ଢେଙ୍କାନାଳ ଜ଼ିଲ୍ଲା ଭାରତୀୟ ଜନତା ପାର୍ଟିର ନଗର ମଣ୍ଡଳ ପ୍ରଶିକ୍ଷଣ ଶିବିର ଜ଼ିଲ୍ଲା କାର୍ଯ୍ୟାଳୟରେ ଆଜି ଅନୁଷ୍ଠିତ ହୋଇଯାଇଛି ।

ଏହି ଶିବିରରେ ଜ଼ିଲ୍ଲା ସଭାପତି ଶ୍ରୀ ନରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ନଗରମଣ୍ଡଳ ସଭାପତି ଶ୍ରୀ ଅଜୟ ଭଞ୍ଜ ପରିଚାଳନା କରିଥିଲେ | ପୂର୍ବତନ ବିଧାୟକ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ପୂର୍ବତନ ନଗରପାଳ ଶ୍ରୀ ସୁନୀଲ ଶର୍ମା, ରାଜ୍ୟ କୃଷକ ମୋର୍ଚ୍ଚା ଉପ ସଭାପତି ଶ୍ରୀ ରାମ ଚନ୍ଦ୍ର ପାତ୍ରଙ୍କ ସହିତ ଅନେକ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ |

new life
You might also like
error: Content is protected !!