News
WhatsApp Image 2023-10-04 at 17.25.00
samparksetu

ତହସିଲଦାର ଓ ଆରଆଇଙ୍କୁ ମରଣାନ୍ତକ ଆକ୍ରମଣ !

ତହସିଲଦାର ଓ ଆରଆଇଙ୍କୁ ମରଣାନ୍ତକ ଆକ୍ରମଣ ।ଏହିଭଳି ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଅଞ୍ଚଳରେ।ତହସିଲଦାର ଓ ଆରଆଇଙ୍କୁ ମୋରମ ମାଫିଆ ମରଣାନ୍ତକ ଆକ୍ରମଣ କରାଯାଇଥିବା ସୂଚନା ।

ପରଜଙ୍ଗ ପଥରଖମ୍ବ ଗ୍ରାମ ନିକଟରେ ଏକ ସରକାରୀ ଜମିରୁ ମୋରମ ଖୋଳା ହେଉଥିବା ବେଳ ତହସିଲଦାର ଚଢାଉ କରିବା ପାଇଁ ଯାଇଥିବା ବେଳେ ପ୍ରାୟ ୮ଜଣ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରି ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ତହସିଲଦାରଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି ।

new life
You might also like
error: Content is protected !!