News
WhatsApp Image 2023-10-04 at 17.25.00
samparksetu

ପିଲା ଚୋର ସନ୍ଦେହରେ ଯୁବକଙ୍କୁ ପୋଲିସ ଜିମା ଦେଲେ ଗ୍ରାମବାସୀ

ଢେଙ୍କାନାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ କଙ୍କଡାହାଡ଼ ପଞ୍ଚାୟତର ନମିଚିରା ଗ୍ରାମ ନିକଟରେ ପିଲା ଚୋର ସନ୍ଦେହରେ ଜଣଙ୍କୁ କାବୁ କରିଛନ୍ତି ଗ୍ରାମବାସୀ ।

ଗ୍ରାମବାସୀଙ୍କ ଏ ସ୍ଥାନୀୟ ସଦର ଥାନାକୁ ଖବର ଦେଇଥିଲେ ମଧ୍ୟ ପୋଲିସ ପହଞ୍ଚିବାରେ ବିଳମ୍ବ କରିବାରୁ ଘଟଣା ସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଥିଲା । ପରେ ଭାପୁର ଫାଣ୍ଡି ପୋଲିସ ପହଞ୍ଚି ଗ୍ରାମବାସୀଙ୍କ କବଳରୁ ଉକ୍ତ ଯୁବକକୁ ଉଦ୍ଧାର କରିଛନ୍ତି ।

new life
You might also like
error: Content is protected !!