News
WhatsApp Image 2023-10-04 at 17.25.00
samparksetu

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଢେଙ୍କାନାଳ- କପିଳାସ ରାସ୍ତାର କୁକୁଡାଝର ନିକଟରେ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ ବଞ୍ଚାଇବାକୁ ଯାଇ ଆକ୍ରମଣ ର ଶିକାର ହୋଇଛନ୍ତି ।

ସୂଚନା ଅନୁଯାୟୀ , ଗତ ପଞ୍ଚାୟତ ନିର୍ବାଚନରେ ୨ସରପଞ୍ଚ ପ୍ରାର୍ଥୀଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାବେଳେ ଜନୈକ ଯୁବକଙ୍କୁ କେତେଜଣ ଯୁବକ ଆକ୍ରମଣ କରିଥିଲେ । ଏହି ଘଟଣାକୁ ଦେଖି ସୂର୍ଯ୍ୟକାନ୍ତ ଖିଲାର ତାଙ୍କୁ ବଞ୍ଚାଇବାକୁ ଯାଇ ଆକ୍ରମଣର ଶିକାର ହୋଇଛନ୍ତି ।ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି ।ଏ ଘଟଣା ରେ ସଦର ପୋଲିସ ୨ଟି ପୃଥକ ମାମଲା ରୁଜୁକରି ତଦନ୍ତ ଜାରି ରଖିଛନ୍ତି ।

new life
You might also like
error: Content is protected !!