ଦୁର୍ଘଟଣାରେ ଚାଲିଗଲା ପୋଲିସ କର୍ମଚାରୀଙ୍କ ଜୀବନ
ଢେଙ୍କାନାଳ-କପିଳାସ ରୋଡ ବିରାଡିଆ ନିକଟରେ ଦୁଇ ବାଇକ ମଧ୍ୟରେ ମୁହଁ।ମୁହିଁ ଧକ୍କା ହେବା ଫଳରେ ଜଣେ ପୋଲିସ କର୍ମଚାରୀ ଙ୍କ ମୃତ୍ୟୁ ଘଟିଛି ।ମୃତକ ହେଲେ କାମାକ୍ଷାନଗର ଥାନାରେ କାର୍ଯ୍ୟରତ ହାବିଲଦାର ବିପିନ ବିହାରୀ କର।
ସୂଚନା ଅନୁଯାୟୀ , ଗଁଦିଆ ଥାନା ଅନ୍ନପୁର ଗାଁର ବିପିନ ଆଜି!-->!-->!-->…