ପଞ୍ଚାୟତରାଜ ଉଚ୍ଚ ବିଦ୍ୟାଳୟରେ ଜାତୀୟ ଗଣିତ ଦିବସ ପାଳିତ
କାମାକ୍ଷାନଗର ବ୍ଲକ କାନପୁରା ସ୍ଥିତ ପଞ୍ଚାୟତରାଜ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଶ୍ରୀରାମ ରାଉତ ଙ୍କ ତତ୍ୱାବଧାନରେ ତଥା ବରିଷ୍ଠ ଶିକ୍ଷୟିତ୍ରୀ କବିତା ରାଉତ ଙ୍କ ସଭାପତିତ୍ୱ ରେ ଜାତୀୟ ଗଣିତ ଦିବସ ପାଳିତ ହୋଇଯାଇଛି । କାମାକ୍ଷାନଗର ମାହାବିଦ୍ୟାଳୟ ର ବରିଷ୍ଠ ପଦାର୍ଥବିଜ୍ଞାନ!-->…