ଢେଙ୍କାନାଳ ସ୍ଵୟଂଶାସିତ ମହାବିଦ୍ୟାଳୟ ରେ ଗଣିତ ବିଭାଗରେ ବାର୍ଷିକ ଉତ୍ସବ
ଢେଙ୍କାନାଳ ସ୍ଵୟଂଶାସିତ ମହାବିଦ୍ୟାଳୟ ରେ ଗଣିତ ବିଭାଗର ବାର୍ଷିକ ଉତ୍ସବ ପଠନ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ରଞ୍ଜିତ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପିଲାମାନଙ୍କୁ ତାଙ୍କର ଭବିଷ୍ୟତ ଗଠନ ଉଦ୍ଦେଶ୍ୟରେ ଉଦ୍ବୋଧନ ଦେଇ ସେମାନଙ୍କୁ!-->!-->!-->…