ସ୍ୱଚ୍ଛତା ନାଁରେ ହରିଲୁଟ, ମାସମାସ ହେବ ସଫା ହେଉନି ଡ୍ରେନ
ସ୍ୱଚ୍ଛତା ନାରେ ହରିଲୁଟ ! କେବଳ କାନ୍ଥବାଡ଼ରେ ସ୍ୱଚ୍ଛତାର ଚିତ୍ର ଆଙ୍କି ମୁକସାକ୍ଷୀ ସାଜୁଛନ୍ତି ପୋୖରସଂସ୍ଥା। ସହରର ପୋତା ପଡିଥିବା ଡ୍ରେନ ଗୁଡିକ ଦେଖି ସହରରେ ପୌର ସଫେଇ ଠିକା ସଂସ୍ଥା କେତେଯେ ତତତ୍ପର ତାହା ଜାଣି ପାରୁଥିବେ । ଏଭଳି ଏକ ସ୍ଥାନ ହେଉଛି ସହର ରୁ ଢେଙ୍କାନାଳ ରେଳ!-->!-->!-->…