Browsing Category
ଜୀବନଚର୍ଯ୍ୟା
ଆଜିର ବ୍ରେକଫାଷ୍ଟ ରେ ବନାନ୍ତୁ ଦଲିଆ ଉପମା
ମାତ୍ର ୧୦ ମିନିଟ୍ ଭିତରେ ଘରେ ବନାନ୍ତୁ ଟେଷ୍ଟି ଦଲିଆ ଉପମା
ଆବଶ୍ୟକୀୟ ସାମଗ୍ରୀ:
ଦଲିଆ, ଗ୍ରୀନ୍ ମଟର, ବିନ୍ସ, ଗାଜର, ଫୁଲ କୋବି, କଟା ପିଆଜ, ଟମାଟୋ, କଟା ଧନିଆ ପତ୍ର, ତେଲ, ଲୁଣ, ଜିରା, ସୋରିଷ, ଭୃସଙ୍ଗ ପତ୍ର, ବାଦାମ
ପ୍ରସ୍ତୁତି ପ୍ରଣାଳୀ:
ଦଲିଆ ସିଝିବାକୁ!-->!-->!-->!-->!-->!-->!-->!-->!-->!-->!-->…
ଜାଣନ୍ତୁ କିପରି କଟିବ ଆଜିର ଦିନ
ମେଷ
ଆଜି ଷଷ୍ଠ ଚନ୍ଦ୍ର ପ୍ରଭାବରୁ ଦିନଟି ଭଲରେ ଅତିବାହିତ ହେବ ଓ ଶାରୀରିକ ସୁସ୍ଥତା ଯୋଗୁ ମନ ପ୍ରଫୁଲ୍ଲ ରହିବ। ପରିଜନଙ୍କ ସହ ସୁଖଭ୍ରମଣ ଯୋଗ ରହିଛି। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। କର୍ମକ୍ଷେତ୍ରରେ ମିତ୍ରମାନେ ସୁବିଧାବାଦୀ ଭଳି କାମ କରିବେ।
ବୃଷ
!-->!-->!-->!-->!-->!-->!-->!-->!-->…
ଜାଣନ୍ତୁ କିପରି କଟିବ ଆଜିର ଦିନ
ମେଷ
ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରି ସଫଳତା ହାସଲ କରିବେ । ଶତ୍ରୁତା କାରଣରୁ ନିର୍ମାଣାଧୀନ କାମଗୁଡ଼ିକ ବାଧାପ୍ରାପ୍ତ ହୋଇପାରେ। ବ୍ୟବସାୟରେ ଟେନସନ୍ ଲାଗି ରହିବ, କିନ୍ତୁ କ୍ଷତିର ପ୍ରଶ୍ନ ରହିବ ନାହିଁ। ପରକଥାରେ କିମ୍ବା ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା!-->!-->!-->!-->!-->…
କରୋନା କୁ ନା
ଗତବର୍ଷ ମାର୍ଚ୍ଚ ୨୦୨୦ ଠାରୁ ଆରମ୍ଭ ହୋଇଥିବା କରୋନା ମହାମାରୀ ସାରା ବିଶ୍ୱରେ ବହୁତ ଧନ ଜୀବନ ନଷ୍ଟ ହୋଇଥିଲା, ଅର୍ଥନୀତି ଓ ଜୀବନ ଜୀବିକା ଉପରେ ଏହାର ପ୍ରଭାବ ପଡିଥିଲା, ଯାହା ଫଳରେ ସର୍ବସାଧାରଣ ଲୋକମାନେ ଆଜି ପର୍ଯ୍ୟନ୍ତ ମନ୍ଧ୍ୟ ଦୁର୍ଦ୍ଦଶା ଦୁର୍ଦ୍ଦିନରେ ରହୁଛନ୍ତି ।
୨୦୨୧!-->!-->!-->!-->!-->…
ଜାଣନ୍ତୁ କିପରି କଟିବ ଆଜିର ଦିନ
ମେଷ
ଆଜି ପ୍ରତ୍ୟେକ କାମରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସରକାରୀ ଆଦେଶପ୍ରାପ୍ତ ହୋଇ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ। ସହକର୍ମୀମାନଙ୍କ ସାହାଯ୍ୟରେ ଆଶା କରୁଥିବା ଦିଗରୁ ଅର୍ଥ ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବା ସହ ଆମଦାନୀ କାରବାରରେ ଲାଭବାନ ହେବେ।
!-->!-->!-->!-->!-->!-->!-->…
ଜାଣନ୍ତୁ କିପରି କଟିବ ଆଜିର ଦିନ
ମେଷ
କଥାରେ ମନ ମୋହିବେ, କିନ୍ତୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବାରୁ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡ଼ିପାରେ। ଭୁଲ୍ ବୁଝାମଣାରୁ ପରିବାରରେ ମତାନ୍ତର ସୃଷ୍ଟି ହେବ। ପାଖ ଲୋକଟିକୁ ସାହାଯ୍ୟ କରିବାକୁ ଯାଇ ପରେ ଅନୁତାପ କରିପାରନ୍ତି।!-->!-->!-->!-->!-->…
ଜାଣନ୍ତୁ କିପରି କଟିବ ଆଜିର ଦିନ
ମେଷ
ଦ୍ୱିଜା ନକ୍ଷତ୍ରର ପାରିବାରିକ କ୍ଷେତ୍ରରେ ମତାନ୍ତର ଥାଇ ମଧ୍ୟ କାମବେଳକୁ ସମସ୍ତେ ଏକ ମନ ନେଇ କାମ କରିପାରିବେ। ସାମାଜିକ ସ୍ତରରେ ସ୍ବାର୍ଥସାଧନ ଆଶା ରଖି ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ। ସହମତିରେ କାର୍ଯ୍ୟକଲେ ସଫଳତା ପାଇବାରେ ଅସୁବିଧା ରହିବନାହିଁ। ଅବହେଳା କାରଣରୁ!-->!-->!-->!-->!-->…
ଜାଣନ୍ତୁ କିପରି କଟିବ ଆଜିର ଦିନ
ମେଷ
ଆଜି ବନ୍ଧୁଙ୍କ ସହ ପରିସ୍ଥିତିବଶତଃ ସାମାନ୍ୟ ବିତର୍କରୁ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ସହକର୍ମୀମାନଙ୍କୁ ଉତ୍ତମ ପରାମର୍ଶ ଦେଇ ପ୍ରଶଂସିତ ହେବେ। ଅର୍ଥନୈତିକ, ସାମାଜିକ ଓ ରାଜନୈତିକ ସ୍ଥିତି ସଂଘର୍ଷମୟ ରହିବ। ଯାତ୍ରା, ବାଣିଜ୍ୟ ଓ ନୂତନକର୍ମାରମ୍ଭ ପାଇଁ ଦିନଟି ଭଲ ରହିବ।!-->!-->!-->!-->!-->…
ଜାଣନ୍ତୁ କିପରି କଟିବ ଆଜିର ଦିନ
ମେଷ
ସାମୟିକ ପ୍ରତିବନ୍ଧକ ଥିଲେ ମଧ୍ୟ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ବିବାଦଜନିତ ଶାରୀରିକ ଅସୁସ୍ଥତା ଦେଖାଦେଇ ପାରେ।
ବୃଷ
ବନ୍ଧୁମାନଙ୍କ ସାହାଯ୍ୟରେ!-->!-->!-->!-->!-->!-->!-->!-->!-->…
ଜାଣନ୍ତୁ କିପରି କଟିବ ଆଜିର ଦିନ
ମେଷ
ବହୁତ ଦିନରୁ ଚିନ୍ତା କରିପାରି ନ ଥିବା କାମଟିକୁ ଆଜି ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ। ନିର୍ଦ୍ଦିଷ୍ଟ ସମୟରେ ବନ୍ଧୁଙ୍କ ଉପସ୍ଥିତିର ଅଭାବକୁ ନେଇ କ୍ଷୋଭ ପ୍ରକାଶ କରିପାରନ୍ତି। ପରିବାରରେ ମନୋମାଳିନ୍ୟଜନିତ ବିବାଦ ବଢ଼ିପାରେ। ଯାହା କରନ୍ତୁ ନା କାହିଁକି ସ୍ବାସ୍ଥ୍ୟପ୍ରତି!-->!-->!-->!-->!-->…