News
lipub
samparksetu

ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର

ଢେଙ୍କାନାଳ ଜିଲ୍ଲା ହିଦୋଳ ରୋଡ ଫାଣ୍ଡି ଅନ୍ତର୍ଗତ ପୋଡାପଡା ନିକଟସ୍ଥ ଏକ ବରଗଛ ରୁ ଆଜି ଝୁଲନ୍ତା ଅବସ୍ଥାରେ ଜଣେ ଅଜଣା ବ୍ୟକ୍ତି ଙ୍କ ମୃତଦେହ ହିନ୍ଦୋଳ ରୋଡ ଫାଣ୍ଡି ଅଧିକାରୀ ବିକାଶ ଚନ୍ଦ୍ର ବେହେରା ଉଦ୍ଧାର କରିଥିବା ଜଣାପଡିଛି ।

ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନଥିବା ବେଳେ ହିନ୍ଦୋଳ ରୋଡ ଫାଣ୍ଡି ଅଧିକାରୀ ବିକାଶ ଚନ୍ଦ୍ର ବେହେରା ମୃତ ଶରୀରକୁ ପୋଷ୍ଟମର୍ଟମ ନିମନ୍ତେ ଢେଙ୍କାନାଳ ଡାକ୍ତରଖାନା କୁ ପଠାଇ ଦେବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ଜଣାପଡ଼ିଛି ।

new life
You might also like
error: Content is protected !!